Tag: ODISHA PEOPLE
-
Dana dharma
ଦାନ-ଧର୍ମ 6 1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ। ମାଥିଉ 6:1-23 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।…
-
Jisus is the only way for
ଯୀଶୁଙ୍କ ପାର୍ବତ୍ୟ ଉପଦେଶ 5 1 ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। ମାଥିଉ 5:1-26 କେଉଁମାନେ ଧନ୍ୟ (ଲୂକ 6:20-23) 2 ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, 3 “ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। 5 ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।…
-
Jisus exam
ଯୀଶୁ ପରୀକ୍ଷାର ସମ୍ମୁଖୀନ (ମାର୍କ 1:12-13; ଲୂକ 4:1-13) 4 1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, ମାଥିଉ 4:1-17 2 ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ। 3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।” 4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି,…
-
Gaod
ବାପ୍ତିଜକ ଯୋହନଙ୍କ ପ୍ରଚାର (ମାଥିଉ 1:1-8; ଲୂକ 3:1-18; ଯୋହନ 1:6-8,15-34) 3 1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ, ମାଥିଉ 3:1-12 2 “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।” 3 ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’” 4 ସେହି ଯୋହନ ଓଟ…
-
Byagaban
ଆଦି ପୁସ୍ତକ ସୃଷ୍ଟିର ବିବରଣ 1 1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। 2 ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। 3 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। 4 ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। 5 ପୁଣି, ପରମେଶ୍ୱର ଦୀପ୍ତିର ନାମ…
-
God
The Gospel according to Luke ଲୂକ ଲିଖିତ ସୁସମାଚାର ଥୀୟଫିଲଙ୍କ ନିମନ୍ତେ 1 1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, ଲୂକ 1:1-25 2 ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି। 3 ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ…
-
Dharma
The Gospel according to Luke ଲୂକ ଲିଖିତ ସୁସମାଚାର ଥୀୟଫିଲଙ୍କ ନିମନ୍ତେ 1 1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, ଲୂକ 1:1-25 2 ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି। 3 ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ…